Kniha Sriradhanka Shree Chandan Kumar Das

Sriradhanka Shree

Jazyk: Urijština
Vazba: Brožovaná
Vydavatel: BLACK EAGLE BOOKS
Dostupnost: Skladem u dodavatele
Odesíláme za 14-21 dnů
307
ଏହି ପୁସ୍ତକରେ ତିରିଶିଗୋଟି କବିତା ରହିଛି ଯାହା ପ୍ରେମାବେଗର ବିବିଧ କଥାବସ୍ତୁ ଉପରେ ଆଧାରିତ। ଏହି ସଂକଳନର ଶୀର୍ଷକ କବ...

Informace o knize

Jazyk
Urijština
Vazba
Kniha - Brožovaná
Vydáno
2024
Stránek
92
EAN
9781645605836
ISBN
1645605833
Enbook ID
46597990
Vydavatel
Hmotnost
128
Rozměry
140 x 216 x 5

Kompletní popis

ଏହି ପୁସ୍ତକରେ ତିରିଶିଗୋଟି କବିତା ରହିଛି ଯାହା ପ୍ରେମାବେଗର ବିବିଧ କଥାବସ୍ତୁ ଉପରେ ଆଧାରିତ। ଏହି ସଂକଳନର ଶୀର୍ଷକ କବିତା "ଶ୍ରୀରାଧାଙ୍କ ଶ୍ରୀ" ଜରିଆରେ ରାଧାକୃଷ୍ଣଙ୍କର ଅନାବିଳ ଭଲପାଇବାକୁ ଏକ ଆଧୁନିକ ଭଙ୍ଗୀରେ ଉପସ୍ଥାପନ କରିବାର ଦୁଃସାହସ କରିଛି। ଅଦ୍ୟାବଧି ସାହିତ୍ୟରେ ରାଧା କୃଷ୍ଣଙ୍କୁ ଝୁରିହେବାର ଦୃଷ୍ଟାନ୍ତ ଅନେକ ରହିଛି କିନ୍ତୁ କୃଷ୍ଣ ମଧ୍ୟ ରାଧାଙ୍କ ସ୍ମୃତିଚାରଣ କରିଥିବେ ଏପ୍ରକାର ଏକ ସମ୍ଭାବନାର ପରିକଳ୍ପନା ଏହି କବିତା ମାଧ୍ୟମରେ ସମ୍ଭବ ହୋଇପାରିଛି। କିଛି ଭୁଲ୍ ଅବା ଭ୍ରାନ୍ତିକର ଲେଖିଦେବି ନାହିଁ ତ- ଏ ଭୟ ବିଶାଳରୁ ବିଶାଳତର ହେଉଥାଏ ଯେତେବେଳେ ଯେତେବେଳେ ମୁଁ କଲମ ଧରି ବସୁଥାଏ। ଯିଏ ଏ ସୃଷ୍ଟି ସର୍ଜନାର ଉତ୍ସ ତାଙ୍କ ବିଷୟରେ କିଛିବି ଲେଖିବା ନିଶ୍ଚିତ ଭାବରେ ଏକ କଷ୍ଟସାଧ୍ୟ ଜିନିଷ। କୃଷ୍ଣଙ୍କୁ ଉଚିତ୍ ଭାବରେ ଅଧ୍ୟୟନ ନକରି ତାଙ୍କ ବିଷୟରେ କିଛିବି ମତପୋଷଣ କରିବା ଏକ ଧୃଷ୍ଟତା। ଅନ୍ୟ ଏକ କବିତା "କଷ୍ଟ କୃଷ୍ଣଙ୍କର" ଜରିଆରେ କୃଷ୍ଣ ମଧ୍ୟ ଯନ୍ତ୍ରଣା ଭୋଗ କରିଥିବେ ଏ ପ୍ରକାର ଏକ ଭାବନାକୁ ଜାଗା ଦେଇଛି। କୃଷ୍ଣଙ୍କୁ ନେଇ ଯାହାକିଛି କଳ୍ପନା କରିଛି ତାହା ସମ୍ପୂର୍ଣ୍ଣରୂପେ ମୋର ବ୍ୟକ୍ତିଗତ ଆକଳନ। ଯଦି ଏହି ଆକଳନରେ କିଛି ତ୍ରୁଟି ରହିଥାଏ, ଅଥବା କୌଣସି ବ୍ୟକ୍ତି ବିଶେଷଙ୍କୁ କୌଣସି କଥା ରୁଚିକର ନଲାଗେ ତେବେ ନିଜ ଗୁଣରେ ମୋତେ କ୍ଷମା କରିଦେବେ।


Mohlo by vás zajímat

Zákaznicí kteří koupili tuto knihu koupili také

Frayed Edges

MARGARET CLARK
391

Mittsommertage

Ulrich Woelk
280

Buchty po ránu 2

Josef Maršálek
329

Black Salt Queen

Samantha Bansil
331

Deliverance in Crisis

Teacher Amanda Welch
880
460
190

Undercurrent

Bill/Hall Evans
253

Lógica para ciudadanos

Luis Vega-Reñón
651

Artemis

Teri Temple
287
380
551